Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 14:1-3
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ସାନ୍ତ୍ୱନା ଦେଲ
14 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ, 2 ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି। 3 ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center