Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ତୀତସଙ୍କ ପ୍ରତି ପତ୍ର 2:11-12
11 ପରମେଶ୍ୱରଙ୍କ ଅନୁଗ୍ରହ ମିଳିଥୁବାରୁ ଆମ୍ଭେ ସେହିଭଳି ଜୀବନଯାପନ କରିବା କଥା। ସେହି ଅନୁଗ୍ରହ ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରିପାରେ। 12 ସେହି ଅନୁଗ୍ରହ ଆମ୍ଭକୁ ମିଳିଛି। ସେହି ଅନୁଗ୍ରହ ପରମେଶ୍ୱରଙ୍କ ବିରୋଧୀ ନ ହେବା ଓ ସଂସାର ଗ୍ଭହୁଁ ଥିବା ମନ୍ଦକାମ ନ କରିବା ପାଇଁ ଶିକ୍ଷା ଦିଏ। ସେହି ଅନୁଗ୍ରହ ଏହି ସଂସାରରେ ଜ୍ଞାନରେ ଧାର୍ମିକ ଓ ନ୍ୟାୟ ମାର୍ଗରେ ରହିବା ଶିଖାଏ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center