Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଗାଲାତୀୟଙ୍କ ପ୍ରତି ପତ୍ର 3:26-28

26 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ। 27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ। 28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center