Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:19-20
19 ମୋ’ କହିବା କଥା ଯେ, ପରମେଶ୍ୱର ଖ୍ରୀଷ୍ଟଙ୍କ ହେତୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କେବଳ ସେତିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦେଇଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ। 20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ,
Odia Holy Bible: Easy-to-Read Version (ERV-OR)
2010 by World Bible Translation Center