Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:13
13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center