Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯାକୁବଙ୍କ ପତ୍ର 1:2-3
ବିଶ୍ୱାସ ଓ ଜ୍ଞାନ
2 ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍। 3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center