Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଏଫିସୀୟଙ୍କ ପ୍ରତି ପତ୍ର 6:12-13

12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center