Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଦ୍ୱିତୀୟ ବିବରଣ 6:4-5

“ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି। ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center