Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 5:43-45

ସମସ୍ତଙ୍କୁ ପ୍ରେମ କର(A)

43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’ [a] 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center