Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:4-5
4 ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ। 5 ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center