Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ରୋମୀୟଙ୍କ ପ୍ରତି ପତ୍ର 13:9-10
9 ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” [a] ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।” [b] 10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center