Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 29:11-13
11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି। 12 ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା। 13 ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।”
Odia Holy Bible: Easy-to-Read Version (ERV-OR)
2010 by World Bible Translation Center