Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଦ୍ୱିତୀୟ ବିବରଣ 6:6-7
6 ଏବଂ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭେମାନେ ତାହାକୁ ଆପଣା ହୃଦୟରେ ରଖିବ। 7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center