Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:3-4
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି
3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର। 4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center