Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:9
9 ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center