Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ପିତରଙ୍କ ଦ୍ୱିତୀୟ ପତ୍ର 1:5-8

ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା, ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର। ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା’ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center