Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଏଫିସୀୟଙ୍କ ପ୍ରତି ପତ୍ର 6:10-11

ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ

10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center