Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 53:3-4

ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।

ମାତ୍ର ସେ ଆମ୍ଭର ଦୁଃଖ ଯାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭେମାନେ ତାଙ୍କୁ ପରମେଶ୍ୱରଙ୍କ ଦ୍ୱାରା ନିର୍ଯ୍ୟାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center