Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 53:5-6

ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ଯ୍ୟ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରିଦେଲେ। ତାଙ୍କର କ୍ଷତରେ ଆମ୍ଭେମାନେ ଆରୋଗ୍ୟ ଲାଭ କଲୁ। ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center