Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଯୋହନ ଲିଖିତ ସୁସମାଗ୍ଭର 10:28-30
28 ମୁଁ ନିଜ ମେଷମାନଙ୍କୁ ଅନନ୍ତ ଜୀବନ ଦିଏ। ସେମାନେ କଦାପି ମରିବେ ନାହିଁ। ସେମାନଙ୍କୁ ମୋ’ ହାତରୁ କେହି ଛଡ଼େଇ ନେଇ ପାରିବେ ନାହିଁ। 29 ମୋ’ ପରମପିତା ମୋତେ ମୋର ମେଷମାନଙ୍କୁ ଦେଇଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମୋ’ ପରମପିତାଙ୍କ ହାତରୁ କୌଣସି ଲୋକ ମୋ’ ମେଷ ଗ୍ଭେରି କରି ପାରିବ ନାହିଁ। 30 ପରମପିତା ଓ ମୁଁ ଏକ।”
Odia Holy Bible: Easy-to-Read Version (ERV-OR)
2010 by World Bible Translation Center