Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ମାଥିଉ ଲିଖିତ ସୁସମାଗ୍ଭର 5:43-45
ସମସ୍ତଙ୍କୁ ପ୍ରେମ କର
(ଲୂକ 6:27-28,32-36)
43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’(A) 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା'ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center