Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ରୋମୀୟଙ୍କ ପ୍ରତି ପତ୍ର 8:35
35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା'ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା!
ରୋମୀୟଙ୍କ ପ୍ରତି ପତ୍ର 8:37
37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center