Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ପିତରଙ୍କ ଦ୍ୱିତୀୟ ପତ୍ର 1:4
4 ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center