Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:10
10 ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:12
12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center