Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ଗାଲାତୀୟଙ୍କ ପ୍ରତି ପତ୍ର 5:22-23
22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center