Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ଏଫିସୀୟଙ୍କ ପ୍ରତି ପତ୍ର 6:10-11
ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ
10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center