Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:5-6
5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। 6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center