Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:1
ଖ୍ରୀଷ୍ଟଙ୍କର ସୁସମାଗ୍ଭର
15 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:3-4
3 ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ। 4 ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନରେ ସେ ମୃତ୍ୟୁରୁ ଉଠିଲେ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center