Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:20-22
20 କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉତ୍ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉତ୍ଥିତ ପ୍ରଥମ ଫଳ ସ୍ୱରୂପ। 21 ଜଣେ ମନୁଷ୍ୟ ହେତୁ ଲୋକମାନଙ୍କ ପାଖକୁ ମୃତ୍ୟୁ ଆସିଲା। କିନ୍ତୁ ଜଣେ ମନୁଷ୍ୟ ଦ୍ୱାରା ମଧ୍ୟ ମୃତ୍ୟୁର ପୁନରୁତ୍ଥାନ ହେଲା। 22 ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center