Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ପିତରଙ୍କ ପ୍ରଥମ ପତ୍ର 1:18-19
18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, 19 ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center