Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଫିଲିପ୍ପୀୟଙ୍କ ପ୍ରତି ପତ୍ର 4:6-7
6 କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ। 7 ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center