Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ରୋମୀୟଙ୍କ ପ୍ରତି ପତ୍ର 15:5-6
5 ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। 6 ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center