Font Size
                  
                
              
            Verse of the Day
A daily inspirational and encouraging Bible verse.
                Duration: 366 days
                            
                    Odia Holy Bible: Easy-to-Read Version                  (ERV-OR)
                  
                  
              ଗୀତସଂହିତା 90:2
2 ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ
    ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ।
    ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।
ଗୀତସଂହିତା 90:4
4 ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ
    ଓ ରାତ୍ରିର ଅଳ୍ପ ସମୟପରି।
Odia Holy Bible: Easy-to-Read Version (ERV-OR) 
                  2010 by World Bible Translation Center