Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:16-17
16 ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ। 17 ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା'ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center