Font Size
Verse of the Day
A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
ଏବ୍ରୀ 12:28
28 ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center