Print Page Options
Previous Prev Day Next DayNext

Verse of the Day

A daily inspirational and encouraging Bible verse.
Duration: 366 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 1:1-2

ଯୀଶୁ, ପରମେଶ୍ୱରଙ୍କର ସଦାକାଳସ୍ଥାୟୀ ବାକ୍ୟ

ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ[a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ।

ଯୋହନ ଲିଖିତ ସୁସମାଗ୍ଭର 1:14

14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center