Print Page Options
Previous Prev Day Next DayNext

Readings for Celebrating Advent

Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:5-8

ପରମେଶ୍ୱର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ୟ ଦିଏ।

ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ। ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି। ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center