Print Page Options
Previous Prev Day Next DayNext

Readings for Celebrating Advent

Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 11:2-3

ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।

ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center