Font Size
Readings for Celebrating Advent
Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 7:14
14 ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ।
ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ
ଏକ ପୁତ୍ର ସନ୍ତାନ ଜନ୍ମ ଦେବ।
ତା'ର ନାମ ସେ ଇମ୍ମାନୁୟେଲ ଦେବ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center