Font Size
Readings for Celebrating Advent
Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 9:6-7
6 ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।” 7 ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center