Font Size
Readings for Celebrating Advent
Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
ବଂଶାବଳୀର ପ୍ରଥମ ପୁସ୍ତକ 17:13-14
13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ। 14 ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ୟର ଦାୟିତ୍ୱ ଦେବା ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।’”
Odia Holy Bible: Easy-to-Read Version (ERV-OR)
2010 by World Bible Translation Center