Font Size
Readings for Celebrating Advent
Scripture passages that focus on the meaning of Advent and Christmas.
Duration: 35 days
Odia Holy Bible: Easy-to-Read Version (ERV-OR)
ଯିହିଜିକଲ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 34:11-12
11 ତେଣୁ ମୋର ପ୍ରଭୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜେ ଆମ୍ଭ ମେଷମାନଙ୍କର ପାଳକ ହେବୁ। ଆମ୍ଭେ ସେମାନଙ୍କର ଅନ୍ୱେଷଣ କରିବୁ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱ ନେବୁ। 12 ଯେପରି ଜଣେ ମେଷପାଳକ ନିଜର ଛିନ୍ନଭିନ୍ନ ମେଷମାନଙ୍କର ଅନୁସନ୍ଧାନ କରେ, ସେହିପରି ମୁଁ ମୋର ମେଷମାନଙ୍କର ତତ୍ତ୍ୱାବଧାନ କରିବି। ଆଉ ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେସବୁ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବି।
Odia Holy Bible: Easy-to-Read Version (ERV-OR)
2010 by World Bible Translation Center